ଆସନ୍ତା ୨୪ ଘଣ୍ଟାରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

(ଭୁବନେଶ୍ୱର) : ଆସନ୍ତା ୨୪ ଘଣ୍ଟାରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର, ନୂଆପଡା ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ଯୋଗୁ ଖାଲୁଆ ଅଞ୍ଚଳ ଜଗମଗ୍ନ ହୋଇଯିବାର ସମ୍ଭାବନା ରହିଛି । ସେଥିପାଇଁ ବର୍ଷା ବେଳେ ଚଳପ୍ରଚଳ ସମୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।