ଭୁବନେଶ୍ୱର-: ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀ ମାନଙ୍କୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଚେତାବନୀ ଦେଇ କହିଛନ୍ତି, ସମୟ ଅଛି ସତର୍କ ହୋଇଯାଅ । ଅଭିଯାନ ଆରମ୍ଭ ହୋଇଛି କେହି ବି ବର୍ତ୍ତିବେ ନାହିଁ । ଯିଏ ଦୁର୍ନୀତି କରିବ ସିଏ ଜେଲ ଯିବ । ସରକାରଙ୍କ ସଂକଳ୍ପ, ଯେଉଁଠି ଥିଲେ ବି ବନ୍ଧାହେବେ । ଦୁର୍ନୀତି ବିରୋଧରେ ଶୁନ୍ୟ ସହନଶୀଳତା ନୀତି ଆମ ସରକାରଙ୍କ ସଂକଳ୍ପ । ଲୋକଙ୍କୁ କହିଛନ୍ତି ଆମକୁ ସହେଯାଗ କରନ୍ତୁ, କେହି ବି ଲାଞ୍ଚ ଦିଅନ୍ତୁ ନାହିଁ ।