AIIMSରେ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର :- AIIMSରେ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । AIIMSରେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରାଙ୍କ ବଡ ପୁଅଙ୍କ ଚିକିତ୍ସା ଚାଲିଥିବା ବେଳେ, ତାଙ୍କର ସୁସ୍ଥତା ବିଷୟରେ ଆଲୋଚନା କରିଥିଲେ ମନ୍ତ୍ରୀ । ଏହା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ । ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରଙ୍କ ସହ ଆଲୋଚନା କରିବା ସଙ୍ଗେ ସଙ୍ଗେ, ବିଧାୟକ ମନୋରଞ୍ଜନଙ୍କ ସହ ମଧ୍ୟ କଥା ହୋଇଥିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।