ଆସିଲା ମ୍ୟାଟ୍ରିକ ରେଜଲ୍ଟ ,ଝିଅ ରହିଛନ୍ତି ଆଗୁଆ
କଟକ:ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ।ଚଳିତ ବର୍ଷ ପାସ୍ ହାର ୯୦.୫୫% ରହିଛି ।ଚଳିତ ବର୍ଷ ୫ଲକ୍ଷ ୬୮ ହଜାର ୮୧୮ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୫ଲକ୍ଷ ୧୭ ହଜାର ୮୭୪ଜଣ ପାସ୍ କରିଛନ୍ତି । କଟକ ବୋର୍ଡ କାର୍ୟ୍ୟାଳୟରେ ଆନୁଷ୍ଠାନିକ ଭାବେ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ଫଳାଫଳ…
Read More...
Read More...