Browsing Tag

2 NEW POSITIVE

ଯାଜପୁରରେ ଆଉ ୨ କୋରୋନା ଆକ୍ରାନ୍ତ ଚିହ୍ନଟ,୧୫୬ ରେ ପହଞ୍ଚିଲା ସଂଖ୍ୟା

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୨ କୋରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ୧୫୬ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଦୁଇ କରୋନା ଆକ୍ରାନ୍ତଙ୍କର କୋଲକାତା ଲିଙ୍କ ରହିଛି।…
Read More...

ରାଜ୍ୟରେ ଆଉ ୨ ଆକ୍ରାନ୍ତ ଚିହ୍ନଟ,ବଲାଙ୍ଗୀରକୁ ଛୁଇଁଲା କୋରୋନା

(ରିପୋଟର୍ସ ଟୁଡେ/ଭୁବନେଶ୍ୱର):ରାଜ୍ୟରେ ଆଉ ୨ କୋରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ୧୪୫ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ଏହି ୨ ଆକ୍ରାନ୍ତ ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ବୟଷ ଯଥାକ୍ରମେ ୧୮ ଓ ୨୨ । ଉଭୟ ପୁରୁଷ । ବଲାଙ୍ଗୀର ଜିଲ୍ଲା…
Read More...