ରାଜ୍ୟରେ ଆଉ ୩ କୋରୋନା ଆକ୍ରାନ୍ତ ଚିହ୍ନଟ,୧୨୫ ରେ ପହଞ୍ଚିଲା ସଂଖ୍ୟା
(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୩ କୋରୋନା ଆକ୍ରାନ୍ତ ଚିହ୍ନଟ । ଏହି ୩ କୋରୋନା ଆକ୍ରାନ୍ତ ବାଲେଶ୍ୱର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଆକ୍ରାନ୍ତଙ୍କୁ ମିଶାଣ ରାଜ୍ୟରେ ୧୨୫ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା । ୩ଜଣ…
Read More...
Read More...