ନୟାଗଡରେ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି ୫ଟି ସଚିବ
ଭୁବନେଶ୍ୱର: ନୟାଗଡ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ । ବର୍ଷା ସତ୍ୱେ ନୟାଗଡର ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି ୫ଟି ସଚିବ । ନୟାଗଡ ଜିଲ୍ଲାରେ ଜନ ଶୁଣାଣି କାର୍ଯ୍ୟକ୍ରମ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ଉନ୍ନୟନ ମୂଳକ କାର୍ଯ୍ୟର ସମିକ୍ଷା କରୁଛନ୍ତି ୫ଟି ସଚିବ। ପରେ…
Read More...
Read More...