ସ୍କୁଲ ରୂପାନ୍ତରଣରେ ପିଲାଙ୍କ ଅନୁଭୁତି ଶୁଣିଲେ 5T ସଚିବ
କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଅଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭିକେ ପାଣ୍ଡିଆନ । କେନ୍ଦୁଝର ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ସମୀକ୍ଷା ପରେ ବାସୁଦେବପୁର ଯାଇ ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତିକରଣ କାର୍ଯ୍ୟ ସମୀକ୍ଷା କରିଥିଲେ । ସ୍କୁଲ ରୂପାନ୍ତରଣ ପରେ…
Read More...
Read More...