ରାଜ୍ୟରେ ଆଉ ୯୧ କରୋନା ଆକ୍ରାନ୍ତ ସୁସ୍ଥ
(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ସୁସ୍ଥ ହେଲେ ଆଉ ୯୧ କୋରୋନା ସଂକ୍ରମିତ । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ୧୪୧୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁସ୍ଥ ହୋଇଥିବା ୯୧ ଆକ୍ରାନ୍ତଙ୍କ ମଧ୍ୟରେ…
Read More...
Read More...