‘ଆମ ପୋଖରୀ’ ଯୋଜନାର ଶୁଭାରମ୍ଭ କରିଚନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ‘ଆମ ପୋଖରୀ’ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନର କନଭେନସନ ସେଣ୍ଟରରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସହରାଞ୍ଚଳରେ ଥିବା ସମସ୍ତ ଜଳାଶୟ ନବୀକରଣ ଏହି ଯୋଜନାର ମୁଖ୍ୟ ଉଦେଶ୍ୟ ରହିଛି। ‘ଆମ ପୋଖରୀ ଯୋଜନା’ରେ…
Read More...
Read More...