ଆମ ଆଦମୀ ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଜୟ କୋଥିଆଲ
ନୂଆଦିଲ୍ଲୀ : ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନକୁ ଆଉ ବର୍ଷକରୁ କମ୍ ସମୟ ବାକି ରହିଛି । ତେଣୁ ଏବେଠାରୁ ସମସ୍ତ ଦଳ ପ୍ରସ୍ତୁତି ଆରମ୍ଭ କରି ସାରିଲେଣି । ଏହି ନିର୍ବାଚନକୁ ଆଖି ଆଗରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିୱାଲ ମଙ୍ଗଳବାର…
Read More...
Read More...