ରାଜଧାନୀ ଭୁବନେଶ୍ୱରରୁ ସିଧା ୟୁଏଇ ରାଜଧାନୀ ଆବୁଧାବି ସହ ସଂଯୋଗ ହେବ ବିମାନ ସେବା
ଭୁବନେଶ୍ୱର-: ରାଜଧାନୀ ଭୁବନେଶ୍ୱରରୁ ସିଧା ୟୁଏଇ ରାଜଧାନୀ ଆବୁଧାବି ସହ ସଂଯୋଗ ହେବ ବିମାନ ସେବା । ଭୁବନେଶ୍ୱର ବିମାନବନ୍ଦରରୁ ସିଧା ଆବୁଧାବିକୁ ବିମାନ ଉଡ଼ିବ । ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକ୍ ଓ କୁଆଲାଲାମ୍ପୁର ପରେ ଏବେ ଓଡିଶା ବିମାନ ଯାତ୍ରାରେ ଆଉ ଏକ ଅଧ୍ୟାୟ ସୃଷ୍ଟି ହେବାକୁ…
Read More...
Read More...