ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ବାଣୀବିହାରରେ ଆନ୍ଦୋଳନ କରିଛି ଏବିଭିପି
ଭୁବନଶ୍ୱେର-: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ରାଜ୍ୟକୁ ସ୍ତବ୍ଧ କରିଦେଇଛି। ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି । ଲୋକସେବା ଘେରାଉ ସହ ଲୋୟର ପିଏମଜିରେ ପୋଲିସ- ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ…
Read More...
Read More...