Browsing Tag

ACF Soumya Ranjan

ଏସିଏଫ୍ ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ

ଭୁବନେଶ୍ୱର: ମୃତ ଏସିଏଫ୍ (ACF) ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ନିୟମିତ ଜାମିନ ଆବେଦନକୁ ବୁଧବାର ଦିନ ଅତିରିକ୍ତ ଜିଲ୍ଲା ଓ ସେସନ୍ସ ଜଜ୍ ଖାରଜ କରିଦେଇଛନ୍ତି। ଫଳରେ ସେ ବିଚାର ବିଭାଗୀୟ ହାଜତରେ (ଜେଲରେ) ରହିବେ। ଓଡ଼ିଶା ହାଇକୋର୍ଟ ଅକ୍ଟୋବର ୩୧ ତାରିଖରେ…
Read More...

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କୁ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କ ଆବେଦନକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ବ୍ୟକ୍ତିଗତ ହାଜରରୁ ଛାଡ଼ ପାଇଁ ସେ କରିଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି । ଏଥିସହ ପାରଳାଖେମୁଣ୍ଡି SDJM କୋର୍ଟଙ୍କ ପୂର୍ବ ଆଦେଶକୁ ମଧ୍ୟ କାଏମ…
Read More...