ଆଜି ରଥାରୂଢ଼ ମହାପ୍ରଭୁଙ୍କ ଅଧରପଣା ନୀତି
ପୁରୀ: ଶେଷ ହୋଇଛି ଶ୍ରୀଜିଉଙ୍କ ସୁନାବେଶ । ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି। ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ପ୍ରତି ରଥରେ ଶ୍ରୀଜୀଉମାନଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ପ୍ରସ୍ତୁତ ହୁଏ। ସିଂହଦ୍ୱାର ସମ୍ମୁଖ ଛାଉଣୀ ମଠ…
Read More...
Read More...