Browsing Tag

adjourned

ବିିଧାନସଭାରେ ହଟ୍ଟଗୋଳ; ୪ ଟା ପର୍ଯ୍ୟନ୍ତ ଗୃହ ମୁଲତବୀ କଲେ ବାଚସ୍ପତି

ଭୁବନେଶ୍ୱର: ଆଜି ବିଧାନସଭା ଶୀତ ଅଧିବେଶନର ଦ୍ୱିତୀୟ ଦିନ ।ଶୀତ ଅଧିବେଶନର ଦ୍ୱତୀୟ ଦିନରେ ଗୃହ ଆରମ୍ଭରୁ ହଟ୍ଟଗୋଳ ଆରମ୍ଭ ହୋଇଥିଲା । ହଟ୍ଟଗୋଳ ଯୋଗୁଁ ଗୃହକୁ ପ୍ରଥମେ ୧୧ଟା୩୦ ଯାଏଁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି । ଚାଷୀ ସମସ୍ୟାକୁ ନେଇ ଉଭୟ ବିରୋଧୀ ଓ ଶାସକ ଦଳର ସଦସ୍ୟ ଜୋରଦାର…
Read More...

ଅପରାହ୍ନ ପାଞ୍ଚଟା ପର୍ଯ୍ୟନ୍ତ ଗୃହକୁ ମୁଲତବି ରଖିଲେ ବାଚସ୍ପତି

ଭୁବନେଶ୍ୱର: ଅପରାହ୍ନ ପାଞ୍ଚଟା ପର୍ଯ୍ୟନ୍ତ ଗୃହକୁ ମୁଲତବି ରଖିଲେ ବାଚସ୍ପତି । ଆରମ୍ଭରୁ ଦିବଙ୍ଗତ ସଦସ୍ୟଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ ପରେ ଶ୍ରଦ୍ଧାଞ୍ଚଳି ଜ୍ଞାପନ କରିଥିଲେ । ଶ୍ରଦ୍ଧାଞ୍ଜଳି ପରେ ଅପରାହ୍ନ ୫ ଟା ଯାଏ ଗୃହ ମୁଲତବି…
Read More...