ଡିଏମକେ କୁ ହରାଇବା ପାଇଁ ବିଜେପି ନୂଆ ଗୋଟି ଚାଳନା
ତାମିଲନାଡୁରେ ଶାସକ ଡିଏମକେ କୁ ହରାଇବା ପାଇଁ ବିଜେପି ନୂଆ ଗୋଟି ଚାଳନା କରିଛି । ଆଗାମୀ ୨୦୨୬ ବିଧାନସଭା ନିର୍ବାଚନ ପାଇଁ ତାମିଲନାଡୁର ଆଞ୍ଚଳିକ ଦଳ ଏଆଇଏଡିଏମକେ(ଅଲ୍ ଇଣ୍ଡିଆ ଆନ୍ନା ଦ୍ରାଭିଡ଼ ମୁନ୍ନେତ୍ର କାଝାଗମ) ସହିତ ମେଣ୍ଟ କରିଛି । ଉଭୟ ଦଳ ପକ୍ଷରୁ ଶୁକ୍ରବାର ଏ ନେଇ ଘୋଷଣା…
Read More...
Read More...