Browsing Tag

AIIMS

୧୦୦ ବର୍ଷରେ ପଦାର୍ପଣ କଲେ ପ୍ରଫେସର ଡା. ଲକ୍ଷ୍ମୀ ବାଇ, ଏମ୍ସକୁ ଦେଲେ ନିଜ ଜୀବନର ପୁଞ୍ଜି

ବ୍ରହ୍ମପୁର: ୧୦୦ ବର୍ଷରେ ପଦାର୍ପଣ କଲେ ପ୍ରଫେସର ଡା. ଲକ୍ଷ୍ମୀ ବାଇ । ଜନ୍ମଦିନରେ ଭୁବନେଶ୍ବର ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଛନ୍ତି ଲକ୍ଷ୍ମୀ ବାଇ । ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇ ପତ୍ର ପଠାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିଜସ୍ବ ଆୟରୁ ଭୁବନେଶ୍ବର ଏମ୍ସକୁ ଦାନ ପାଇଁ ବଧେଇ…
Read More...

ଏମ୍ସ କର୍ମଚାରୀ ହତ୍ୟା; ମାଷ୍ଟରମାଇଣ୍ଡ ଶିବା ପ୍ରଧାନ ଅଟକ

AIIMS Worker Death: ୨୮ ଦିନର ଲୁଚକାଳି ଶେଷ ପରେ ଧରାପଡିଲା ଅଭିଯୁକ୍ତ । ଭୁବନେଶ୍ବର ଏମ୍ସ କର୍ମଚାରୀ ସୁଧାଂଶୁ ଖୁଣ୍ଟିଆଙ୍କୁ ଗୁଳିମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଦାଶିବ ପ୍ରଧାନ ଗିରଫ। ଭୁବନେଶ୍ୱରର ଏକ ହୋଟେଲ କଡ଼ରୁ ଉଠାଇ ଆଣିଲା ପୋଲିସ । ରାଜ୍ୟ ବାହାରକୁ ଖସିବାକୁ ଉଦ୍ୟମ ବେଳେ ଗିରଫ…
Read More...

ମହଙ୍ଗା ପଡିଲା ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ କରିବା, ଗିରଫ ହେଲେ ନର୍ସିଂ ଅଫିସର୍‌

ଭୁବନେଶ୍ଵର: AIIMSରେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ ଘଟଣା । ଗିରଫ ହେଲେ ଅଭିଯୁକ୍ତ ନର୍ସିଂ ଅଫିସର୍‌ ନାନୁ ରାମ ଚୌଧୁରୀ । ଅଭିଯୁକ୍ତକୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ । ଗତକାଲି ନାନୁ ରାମ ଚୌଧୁରୀଙ୍କ ନାଁରେ ଅସଦାଚରଣ ଅଭିଯୋଗ ଆଣିଥିଲେ ଆଟେଣ୍ଡାଣ୍ଟ । ସୂଚନା ଅନୁସାରେ, ପୀଡିତା…
Read More...

ବଡ ଖବର: ଏୟାରଲିପ୍ଟ ହେବେ AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତା

ଭୁବନେଶ୍ଵର: AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ । ଭୁବନେଶ୍ବର AIIMSରୁ ଦିଲ୍ଲୀକୁ ଏୟାରଲିଫ୍ଟ ହେବେ ପୀଡ଼ିତା । ଦିଲ୍ଲୀ AIIMS ସହ ଏୟାରଲିଫ୍ଟ ନେଇ ଯୋଗାଯୋଗ ସରିଛି । ଏନେଇ ସୂଚନା ଦେଇଛନ୍ତି ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ । ନାବାଳିକାଙ୍କର ଶରୀରର ପ୍ରାୟ ୭୫…
Read More...

ରଣକ୍ଷେତ୍ର ପାଲଟିଲା ଏମ୍ସ ପରିସର, ଲାଗୁ ହେଲା ୧୬୩ ଧାରା

ଭୁବନେଶ୍ଵର: AIIMS ପରିସର ରଣକ୍ଷେତ୍ର। ବର୍ଣ୍ଣ ୱାର୍ଡକୁ ନିଷିଦ୍ଧାଞ୍ଚଳ ଘୋଷଣା କରି ଧାରା ୧୬୩ ଲାଗୁ କରିବା ସତ୍ତ୍ବେ ମଧ୍ୟ ଖାଲି କରିବାକୁ ନାକେଦମ ପୋଲିସ। ବଳଙ୍ଗା ଅଞ୍ଚଳ ଘଟଣାକୁ ନେଇ ଏମ୍ସ ପରିସରରେ ଉତ୍ତେଜନା । ଉତ୍ତେଜନା ପରେ ବର୍ଣ୍ଣ ୱାର୍ଡକୁ ନିଷିଦ୍ଧାଞ୍ଚଳ ଘୋଷଣା କରିବା ସହ ୧୬୩…
Read More...

ନ୍ୟାୟ ଭିକ୍ଷାରେ ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ

ଭୁବନେଶ୍ଵର: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ଯାଶ୍ରୀ। ମୃତ୍ଯୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ…
Read More...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱର ଗସ୍ତ ସମୟରେ ବାଲେଶ୍ୱର ଏଫଏମ କଲେଜ୍ ଛାତ୍ରୀଙ୍କୁ ଏମ୍ସରେ ଭେଟିଛନ୍ତି

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱର ଗସ୍ତ ସମୟରେ ବାଲେଶ୍ୱର ଏଫଏମ କଲେଜ୍ ଛାତ୍ରୀଙ୍କୁ ଏମ୍ସରେ ଭେଟିଛନ୍ତି । ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍‌କୁ ଯାଇ ଭେଟିଥିବା ସୂଚନା ମିଳିଛି । ଏମ୍ସ ଭୁବନେଶ୍ୱର ସମାବର୍ତ୍ତନ ସମାରୋହ ପରେ ଛାତ୍ରୀଙ୍କ ନିକଟରେ ପହଞ୍ଚିଥିଲେ…
Read More...

ଏଫ୍ଏମ୍ ମହାବିଦ୍ୟାଳୟ ଘଟଣା: ଏମ୍ସ ଯାଇ ପୀଡିତାଙ୍କ ଅବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆତ୍ମହତ୍ୟା ଉଦ୍ୟମ କରିଥିବା ବାଲେଶ୍ବର ଏଫ୍ଏମ୍ ମହାବିଦ୍ୟାଳୟ ଛାତ୍ରୀଙ୍କୁ ଏମ୍ସ ଯାଇ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଚିକିତ୍ସା କରୁଥିବା ଡାକ୍ତରୀ ଟିମ୍‌ ସହ ଆଲୋଚନା କରିବା ସହ ଚିକିତ୍ସା ବ୍ୟବସ୍ଥାର ମନିଟରିଂ ପାଇଁ ଗଠନ ହୋଇଥିବା ୮…
Read More...

ଘଟଣାର ତଦନ୍ତ ଆରମ୍ଭ ହୋଇ ସାରିଛି, ରିପୋର୍ଟ ଆସିବା ପରେ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର-: ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବାଲେଶ୍ୱର ଫକିର ମୋହନ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ପୀଡ଼ିତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖି…
Read More...

ପାଟନାର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନର ଜଣେ ଡାକ୍ତରଙ୍କ ସମେତ ଦୁଇ ଜଣ କୋଭିଡ-୧୯ ଭାଇରସରେ ସଂକ୍ରମିତ

ପାଟନା-: ଦୀର୍ଘ ଅଢେଇ ବର୍ଷର ବ୍ୟବଧାନ ପରେ ପୁଣି ଦେଶରେ ମୁଣ୍ତ ଟେକିଛି କୋଭିଡ । ଦିନକୁ ଦିନକୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାରି ଭିତରେ ଆଜି ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ହଜାର ଟପିଛି । ସାରା ଦେଶରେ କୋଭିଡ-୧୯ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ…
Read More...