Browsing Tag

Air India

ଦିନକୁ ଦିନ ବିଗିଡ଼ିବାରେ ଲାଗିଛି ଇରାନ ଅବସ୍ଥା

ଦିନକୁ ଦିନ ବିଗିଡ଼ିବାରେ ଲାଗିଛି ଇରାନ ଅବସ୍ଥା । ୧୮ ଦିନ ହେଲାଣି ସରକାରଙ୍କ ବିରୋଧରେ ଜାରି ରହିଛି ପ୍ରଦର୍ଶନ । ଆମେରିକା ଇରାନ ଉପରେ ଆକ୍ରମଣ କରିପାରେ ବୋଲି କୁହାଯାଉଛି । ଏହି ସମୟରେ ଭାରତ ମଧ୍ୟ ଇରାନର ପରିସ୍ଥିତି ଉପରେ ନଜର ରଖିଛି । ପରିସ୍ଥିତି ଖରାପ ହେବା ମଧ୍ୟରେ ସେଠାକାର…
Read More...

ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ଥଳକୁ ନେଇ ଯିବା ସମୟରେ ମଝି ଆକାଶରେ ଅଚଳ ହୋଇଗଲା ବିମାନର ଗୋଟିଏ ଇଞ୍ଜିନ୍

ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ଥଳକୁ ନେଇ ଯିବା ସମୟରେ ମଝି ଆକାଶରେ ଅଚଳ ହୋଇଗଲା ବିମାନର ଗୋଟିଏ ଇଞ୍ଜିନ୍ । ପ୍ଲେନ୍ ସାରା ଖେଳିଗଲା ଭୟର ବାତାବରଣ । ସୂଚନା ଅନୁଯାୟୀ ଏୟାର ଇଣ୍ଡିଆର ବିମାନ ବୋଇଂ ୭୭୭ (Boeing ୭୭୭) ଦିଲ୍ଲୀରୁ ମୁମ୍ବାଇ ଅଭିମୁଖେ ଉଡ଼ାଣ ଭରିବାର କିଛି ସମୟ ମଧ୍ୟରେ ଏହାର…
Read More...

ପୁଣି ଏୟାର ଇଣ୍ଡିଆ ବିମାନରେ ଲାଗିଲା ନିଆଁ

ନୂଆଦିଲ୍ଲୀ: ପୁଣି ଏୟାର ଇଣ୍ଡିଆ ବିମାନରେ ଲାଗିଲା ନିଆଁ । ଲ୍ୟାଣ୍ଡିଂ ବେଳେ ଏୟାର ଇଣ୍ଡିଆ ବିମାନରେ ଅଗ୍ନିକାଣ୍ଡ । ସୋମବାର ଦିଲ୍ଲୀ ବିମାନ ବନ୍ଦରରେ ଲ୍ୟାଣ୍ଡିଂ ବେଳେ ଲାଗିଲା ଅଗ୍ନିକାଣ୍ଡ । ହଂକଂରୁ ଆସୁଥିଲା ଏହି ବିମାନଟି । ତେବେ ସମସ୍ତ ଯାତ୍ରୀ ଓ କ୍ରିଉ ମେମ୍ବର ସୁରକ୍ଷିତ ଥିବା ନେଇ…
Read More...

କୋଚିରୁ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ମୁମ୍ବାଇ ବିମାନବନ୍ଦରରେ ଅବତରଣ କରିବା ସମୟରେ ରନୱେରେ ଖସି ପଡ଼ିଲା

ମୁମ୍ବାଇ-: କୋଚିରୁ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ମୁମ୍ବାଇ ବିମାନବନ୍ଦରରେ ଅବତରଣ କରିବା ସମୟରେ ରନୱେରେ ଖସି ପଡ଼ିଛି। ପ୍ରବଳ ବର୍ଷା ଯୋଗୁ ହୋଇଥିବା ଏହି ଦୁର୍ଘଟଣାରେ ବିମାନର ତିନୋଟି ଟାୟାର ଫାଟି ଯାଇଛି। ତେବେ ଏହି ଦୁର୍ଘଟଣାରେ କୌଣସି ଯାତ୍ରୀଙ୍କର କ୍ଷୟକ୍ଷତି ହୋଇନାହିଁ ।…
Read More...

ଟେକଅଫର ୯୦ସେକେଣ୍ଡ ମଧ୍ୟରେ ବନ୍ଦ ହୋଇଯାଇଥିଲା ବିମାନର ଦୁଇଟି ଇଞ୍ଜିନ

ନୂଆଦିଲ୍ଲୀ-: ଅହମ୍ମଦାବାଦ ବିମାନ ଦୁର୍ଘଟଣାର ରହସ୍ୟ ଆହୁରି ଜଟିଳ ହେବାରେ ଲାଗିଛି। ମାମଲାର ତଦନ୍ତ ରିପୋର୍ଟ ଆସିବା ପରେ, ଏବେ ଅନୁମାନ କରାଯାଉଛି ଯେ ହୁଏତ ଏହି ଦୁର୍ଘଟଣା କୌଣସି ଯାନ୍ତ୍ରିକ ତ୍ରୁଟି ନୁହେଁ ବରଂ ପାଇଲଟଙ୍କ ଭୁଲ ଯୋଗୁ ଘଟିଛି। ଏହି ଭୁଲ ଜାଣିଶୁଣି କରାଯାଇ ଥାଇପାରେ। ଭାରତର…
Read More...

ଅହମ୍ମଦାବାଦ ବିମାନ ଦୁର୍ଘଟଣା: ଆସିଲା ପ୍ରାଥମିକ ତଦନ୍ତ ରିପୋର୍ଟ

ନୂଆଦିଲ୍ଲୀ: ଆସିଲା ଅହମ୍ମଦାବାଦ ବିମାନ ଦୁର୍ଘଟଣାର ପ୍ରାଥମିକ ତଦନ୍ତ ରିପୋର୍ଟ । ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ (AAIB) ପକ୍ଷରୁ ବଡ଼ ଖୁଲାସା । ଅପ୍ରତ୍ୟାଶିତ ଭାବରେ ଦୁଇଟି ଇଞ୍ଜିନ୍ ହଠାତ୍ କାମ କଲାନି । ଏକ ସେକେଣ୍ଡରେ ଇଞ୍ଜିନ୍‌କୁ ଇନ୍ଧନ ଯୋଗାଣ ବନ୍ଦ ହୋଇଗଲା । ଟେକଅଫ୍‌ର ୯୦…
Read More...

ଅହମ୍ମଦାବାଦ ବିମାନ ଦୁର୍ଘଟଣା: ପ୍ରାଥମିକ ରିପୋର୍ଟ ଦାଖଲ କଲା AAIB

ନୂଆଦିଲ୍ଲୀ: ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ପ୍ରାଥମିକ ରିପୋର୍ଟ ଦାଖଲ କଲା ଏୟାରକ୍ରାଫ୍ଟ ଆକ୍ସିଡେଣ୍ଟ ଇନଭେଷ୍ଟିଗେସନ ବ୍ୟୁରୋ (AAIB) । ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ନିକଟରେ ରିପୋର୍ଟ ଦାଖଲ AAIB । ତଦନ୍ତରୁ ମିଳିଥିବା ତଥ୍ୟ ଅନୁସାରେ ପ୍ରାଥମିକ ରିପୋର୍ଟ ଦାଖଲ କରିଛି AAIB ।…
Read More...

ଆଜି ଏୟାର ଇଣ୍ଡିଆର ୮ଟି ବିମାନ ଉଡ଼ାଣ ରଦ୍ଦ ହୋଇଛି

ନୂଆଦିଲ୍ଲୀ-: ଅହମ୍ମଦାବାଦ ବିମାନ ଦୁର୍ଘଟଣା ପରେ ଏୟାର ଇଣ୍ଡିଆ ଏୟାରଲାଇନ୍ସରେ ଚଡ଼କ ପଡିଛି । ଦୁର୍ଘଟଣା ପରେ ଯାନ୍ତ୍ରିକ ତ୍ରୁଟି, ସୁରକ୍ଷା ସହିତ ଅନେକ କାରଣ ଯୋଗୁଁ କେତେକ ଉଡ଼ାଣ ରଦ୍ଦ ହେବା ସହିତ ଅନେକ ଡାଇଭର୍ଟ କରାଯାଇଛି । ଆଜି ଏୟାର ଇଣ୍ଡିଆର ୮ଟି ବିମାନ ଉଡ଼ାଣ ରଦ୍ଦ ହୋଇଛି । ଏଥିରେ…
Read More...

ପୁଣି ଅଧା ବାଟରୁ ଫେରିଲା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ-: ପୁଣି ଅଧା ବାଟରୁ ଫେରିଲା ଏୟାର ଇଣ୍ଡିଆ ବିମାନ । ପୂର୍ବ ଇଣ୍ଡୋନେସିଆରେ ଏକ ଶକ୍ତିଶାଳୀ ଜ୍ୱାଳାମୁଖୀ ଉଦଗୀରଣ ଯୋଗୁଁ ବୁଧବାର ବାଲି ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନ ଦିଲ୍ଲୀକୁ ଫେରିଆସିଛି । ଦିଲ୍ଲୀରେ ଅବତରଣ କରିବା ପରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଓହ୍ଲାଇ…
Read More...

ଯାନ୍ତ୍ରିକ ତ୍ରୁଟି ଯୋଗୁ ଦିଲ୍ଲୀ ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ୪ ଘଣ୍ଟା ଧରି ଫସି ରହିଲେ…

ନୂଆଦିଲ୍ଲୀ-: ବିମାନବନ୍ଦରରେ ଫସିଲେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଯାନ୍ତ୍ରିକ ତ୍ରୁଟି ଯୋଗୁ ଦିଲ୍ଲୀ ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ୪ ଘଣ୍ଟା ଧରି ଫସି ରହିଥିଲେ । ଏୟାର ଇଣ୍ଡିଆର ଏକ ବିମାନ ରନ୍‌ୱେରେ ୪ ଘଣ୍ଟା ଧରି ଫସି ରହିଥିବା ସୂଚନା ମିଳିଛି । ଆଜି ଦିଲ୍ଲୀରୁ…
Read More...