ହାତୀ ସ୍ଥାନାନ୍ତରଣ ପାଇଁ ଅନୁଗୁଳ ଜଙ୍ଗଲ ବିଭାଗକୁ ଆସିଛି ଏକ ସ୍ବତନ୍ତ୍ର ଟ୍ରକ୍ ‘ଐରାବତ’
ଅନୁଗୁଳ:- ରାଜ୍ୟରେ ପ୍ରଥମ ଥର ପାଇଁ ହାତୀ ସ୍ଥାନାନ୍ତରଣ ପାଇଁ ଏକ ସ୍ବତନ୍ତ୍ର ଗାଡିକୁ କାର୍ଯ୍ୟରେ ଲଗାଯାଇଛି । ଅନୁଗୁଳ ଜଙ୍ଗଲ ବିଭାଗକୁ ଆସିଛି ଏକ ସ୍ବତନ୍ତ୍ର ଟ୍ରକ୍ ‘ଐରାବତ’ । ହାକୁ ଅନୁଗୁଳ ତଥା ରାଜ୍ୟର ଅନ୍ୟ ଜିଲ୍ଲାରେ ହାତୀ ସ୍ଥାନାନ୍ତର ପାଇଁ ବ୍ୟବହାର କରାଯିବ। ଟ୍ରକ୍ଟି…
Read More...
Read More...