ବିଶ୍ୱ ବ୍ୟାଙ୍କ ସଭାପତି ଅଜୟ ବାଙ୍ଗା ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି
ନୂଆଦିଲ୍ଲୀ-: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ପରେ ବିଶ୍ୱ ବ୍ୟାଙ୍କ ସଭାପତି ଅଜୟ ବାଙ୍ଗା ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ ବିଶ୍ୱ ବ୍ୟାଙ୍କ ମୁଖ୍ୟଙ୍କ ମଧ୍ୟରେ ଏହି ବୈଠକ…
Read More...
Read More...