କାମାକ୍ଷାନଗରରେ ତିଆରି ହେବ ନୂଆ ଆଲୁମିନିୟମ ପ୍ଲାଣ୍ଟ୍
				ଢେଙ୍କାନାଳ-: କାମାକ୍ଷାନଗରରେ ତିଆରି ହେବ ନୂଆ ଆଲୁମିନିୟମ ପ୍ଲାଣ୍ଟ୍ । ଏହାକୁ ନିର୍ମାଣ କରିବା ପାଇଁ ନିବେଶ ହେବ ୧ ଲକ୍ଷ ୨୮ ହଜାର କୋଟି ଟଙ୍କା । ପ୍ରାୟ ୪୦ ହଜାର ଯୁବକ ଯୁବତୀଙ୍କୁ ମିଳିବ ରୋଜଗାର । ଗତ ୧୬ ତାରିଖରେ ଏଥିପାଇଁ ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର । ଖୁବ୍ ଶୀଘ୍ର…					
Read More...
				Read More...