ଆଇଏଏସ ସ୍ତରରେ ଛୋଟଧରଣର ଅଦଳବଦଳ ; କେନ୍ଦ୍ରରେ ମୀନା, ପଞ୍ଚାୟତିରାଜ ଦାୟିତ୍ୱ ଲୋହାନୀ
ଭୁବନେଶ୍ୱର : ରାଜ୍ୟ ସରକାର ଆଇଏଏସ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନା କେନ୍ଦ୍ରୀୟ ଡେପୁଟେସରେ ଯିବାପରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି । ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ,୧୯୯୩ ବ୍ୟାଚ୍ ଆଇଏଏସ ତଥା…
Read More...
Read More...