୯ ହଜାରେ ଜଳେ ରହିଛି ଦୈନିକ କରୋନା ସଂକ୍ରମଣ ; ୮ହଜାର ୮୧୩ଟି କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଆଜି ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୮ହଜାର ୮୧୩ଟି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୯ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି । ଜୁନ୍ ୧୫ ପରେ ପ୍ରଥମ ଥର ପାଇଁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୯ ହଜାରରୁ କମ୍ ରହିଛି । ନୂଆ ପିଜିଟିଭକଙ୍କୁ…
Read More...
Read More...