Browsing Tag

Anisha pattanayak

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି; ୪୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇଛି । ଗତକାଲି ୫ ଶହ ଉପରେ ଥିଲା ବେଳେ ଆଜି ୫ ଶହ ତଳେ ରହିଛି। ଗତକାଲି ୫୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୩୭ ଜଣ…
Read More...

ପିପିଲି ଟୋଲ ଗେଟ ନିକଟରେ ଓଲଟିଲା ବସ

ଭୁବନେଶ୍ୱର : ପିପିଲି ଟୋଲଗେଟ ନିକଟରେ ବସ୍ ଦୁର୍ଘଟଣା । ଓଲଟିପଡ଼ିଲା ଯାତ୍ରୀବାହୀ ବସ୍ । ବସରେ ୫୦ରୁ ଅଧିକ ଯାତ୍ରୀ ରହିଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣା ପଡ଼ିଛି । ସୂଚନାମୁତାବକ , ଭୁବନେଶ୍ୱରରୁ କାକଟପୁର ଯାଉଥିବା ଯାତ୍ରୀବାହୀ ସାରଳା ବସ ପିପିଲି ଟୋଲଗେଟ୍ ନିକଟରେ…
Read More...

ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବ୍ୟୁରୋ : ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପର୍ଣ୍ଣ ରହିଛି । ଏହି କ୍ରମରେ ପ୍ରଥମେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥ ଓ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜୁ ଶ୍ରୀବାସ୍ତବଙ୍କ ପରିବାର ସହ କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ରାଜୁ…
Read More...

ଆଜାଦି କା ଅମୃତ ମହୋତ୍ସବ ପାଳନ କଲେ ପାରାଦୀପ କଲେଜର ଛାତ୍ରଛାତ୍ରୀମାନେ

ପାରାଦୀପ : ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ପାରାଦୀପ କଲେଜର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ତ୍ରିରଙ୍ଗା ଶୋଭାଯାତ୍ରା କରିଛନ୍ତି । ଭାରତ ସ୍ୱାଧୀନତା ର ୭୫ ବର୍ଷ ପୂର୍ତ୍ତି ଅବସରରେ ସେହି ଦିନକୁ ସ୍ମରଣୀୟ କରିବା ପାଇଁ ଭାରତ ବର୍ଷର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ…
Read More...

୧୩ ତାରିଖରୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି

ଭୁବନେଶ୍ୱର : ୧୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ପଛକୁ ପଛ ଆସୁଛି ଲଘୁଚାପ। ଏହା ପ୍ରଭାବରେ ୧୫ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ ବର୍ଷା । ଅଗଷ୍ଟ ୧୭ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ୧୮ ତାରିଖରେ ଲଘୁଚାପ…
Read More...

ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି ; ୫୮୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢ଼ିଛି। ଗତକାଲି ୫୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୪୩ ଜଣ ପଜିଟିଭ ସ୍ଥାନୀୟ…
Read More...

ରାକ୍ଷୀ ବାନ୍ଧିଲେ ସର୍ବ କନିଷ୍ଟା ମହିଳା ସାମ୍ବାଦିକା

କେନ୍ଦ୍ରାପଡ଼ା: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଏହି ପର୍ବ ପାଇଁ ସାରା ଦେଶ ଓ ରାଜ୍ୟ ଉତ୍ସବ ମୁଖର | ଭାଇର ହାତରେ ସ୍ନେହର ରଖି ବାନ୍ଧିଥାଏ । ୟେ ଏମିତିକା ସମ୍ପର୍କ ଯାହା ଦୁନିଆର ସବୁଠୁ ପବିତ୍ର, ଅତୁଟ ଓ ସୁରକ୍ଷିତ। ଭାଇ ସାନ ହେଉ ଅବା ବଡ଼ ସବୁବେଳେ ଭଉଣୀର ଅଳି ଅର୍ଦଳ ଶୁଣେ। ସବୁ…
Read More...

ଆଜାଦୀ କା ଅମୃତ ମହୋତ୍ସବରେ ପଦଯାତ୍ରା ଉଦଯାପିତ

କାକଟପୁର/ଆର୍ଯ୍ୟ ବିଶ୍ୱାଳ : ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ତଥା ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଇଛି  । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ "ହର ଘର ତ୍ରିରଙ୍ଗା "ଆହ୍ୱାନ କ୍ରମେ ଭାରତୀୟ ଜନତା ପାର୍ଟି ପକ୍ଷରୁ ପୁରୀ ଜିଲ୍ଲା  ଡେଲାଙ୍ଗ ବେରବୋଇ ଗାନ୍ଧୀ…
Read More...

୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଓଡ଼ିଶା ଉପରେ ରହିଥିବା ଅବପାତ ଏବେ ଦୁର୍ବଳ ଅବସ୍ଥାରେ । ଏବେ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଓଡିଶାର ପ୍ରାୟ ସମସ୍ତ ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା କିମ୍ବା ବଜ୍ରପାତ ହେବାର…
Read More...

ଛାତ୍ର ସୁରକ୍ଷା ମଞ୍ଚ ତରଫରୁ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜନ

ରାଜନଗର : ଛାତ୍ର ସୁରକ୍ଷା ମଞ୍ଚ ତରଫରୁ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜନ । ସାରା ଦେଶରେ “ସ୍ୱାଧୀନତାର ଅମୃତ ମହୋ” ପାଳନ ହେଉଛି । ଏହାକୁ ଦୃଷ୍ଟିରେ ରଖି ସ୍ୱାଧୀନତା ଦିବସର ଅବ୍ୟାହତ ପୂର୍ବରୁ ରାଜନଗରର ଛାତ୍ରଛାତ୍ରୀଙ୍କ ଠାରୁ ଆରମ୍ଭ କରି ମହିଳା ଓ ସବୁ ବର୍ଗର ଲୋକେ ସାମିଲ…
Read More...