ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ରାଧାଦାମୋଦର ବେଶ ଆରମ୍ଭ ହୋଇଛି
ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ରାଧାଦାମୋଦର ବେଶ ଆରମ୍ଭ ହୋଇଛି । ଆଶ୍ୱିନ ଶୁକ୍ଲ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଲ ଦଶମୀ ପର୍ଯ୍ୟନ୍ତ ଠାକୁରଙ୍କୁ ରାଧାଦାମୋଦର ବେଶ ହୋଇ ଥାଏ । କାର୍ତ୍ତିକ ମାସରେ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ବେଶର ଏପରି ନାମକରଣ କରାଯାଇଛି । କାର୍ତ୍ତିକ…
Read More...
Read More...