ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର
ଭୁବନେଶ୍ଵର: ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ । ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ…
Read More...
Read More...