ଅନୁଗୋଳର ବିଭିନ୍ନ ସ୍ଥାନରେ ପ୍ରେସ ଦିବସ ପାଳିତ
ଅନୁଗୋଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଶନିବାର ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ଟାଉନ ହଲ ଠାରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଯୋଗଦେଇଥିଲେ। ସେହିପରି ନାଲକୋ ବଅଁରପାଳ ସାମ୍ବାଦିକ ସଂଘ…
Read More...
Read More...