ବଲିଉଡ୍ ପ୍ଲେବ୍ୟାକ୍ ସିଙ୍ଗିଂରୁ ଅବସର ଘୋଷଣା କଲେ ଅରିଜିତ୍ ସିଂ
ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ପ୍ଲେବ୍ୟାକ୍ ଗାୟକ ଅରିଜିତ୍ ସିଂ ଏକ ବଡ଼ ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ୟଚକିତ କରିଛନ୍ତି। ସେ ଚଳଚ୍ଚିତ୍ର ପାଇଁ କଣ୍ଠଦାନ ବା ପ୍ଲେବ୍ୟାକ୍ ସିଙ୍ଗିଂରୁ ଅବସର ନେଉଥିବା ଘୋଷଣା କରିଛନ୍ତି। ସୋସିଆଲ ମିଡିଆରେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଅରିଜିତ୍ ଏହି…
Read More...
Read More...