ଯୁବତୀଙ୍କୁ ପ୍ରତାରଣା ଅଭିଯୋଗ, ASO ଗିରଫ
ଭୁବନେଶ୍ବର: ଯୁବତୀଙ୍କୁ ପ୍ରତାରଣା ଅଭିଯୋଗରେ ASO ଗିରଫ । ଆସିଷ୍ଟାଣ୍ଚ ସେକ୍ସନ୍ ଅଫିସର (ASO) ସୁଶାନ୍ତ ଜେନା ଗିରଫ । ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରିଥିବା ଅଭିଯୋଗ ହୋଇଛି । ASOଙ୍କୁ ଗିରଫ ପରେ କୋର୍ଟ ଚାଲାଣ କଲା ମହିଳା ଥାନା ପୋଲିସ । ସୁଶାନ୍ତ ପଞ୍ଚାୟତିରାଜ ଓ…
Read More...
Read More...