ଗୃହରେ ପାଣ୍ଡିଆନ ଝଡ: ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ
ଭୁବନେଶ୍ଵର: ଗୃହରେ ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ । ପାଣ୍ଡିଆନଙ୍କ ସମୟରେ ବିଜେଡି ବିଧାୟକମାନେ କାଗଜ ବାଘ ଥିଲେ । ରାଜା ଭାଇଙ୍କୁ ଆହ୍ୱାନ, ନବୀନଙ୍କୁ ନେଇ ଗୋଟିଏ ବହି ଲେଖାଯାଉ ।…
Read More...
Read More...