Browsing Tag

Assembly

ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି

ଭୁବନେଶ୍ୱର : ୪ଟା ପର୍ଯ୍ୟନ୍ତ ଗୃହ ମୁଲତବି । ଆଜି ବିଧାନସଭାରେ ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ସୃଷ୍ଟି ହୋଇଛି। ଗୃହର ମଧ୍ୟଭାଗକୁ ଆସି ବିଜେପି ସଦସ୍ୟ ହୋହଲ୍ଲା କରିଛନ୍ତି । ତା ସହିତ ସହ ୨ ବିଧାୟକଙ୍କ ନିଲମ୍ବନକୁ ବିରୋଧ କରି ହୋହାଲ୍ଲା କରିଛନ୍ତି ବିରୋଧି ।…
Read More...

ବିରୋଧୀଙ୍କୁ ଶୂନ୍ୟକାଳରେ ଟାର୍ଗେଟ କଲେ ବିଜେଡି ବିଧାୟକ ଅରୁଣ ସାହୁ

ଭୁବନେଶ୍ୱର : ବିରୋଧୀଙ୍କୁ ଶୂନ୍ୟକାଳରେ ଟାର୍ଗେଟ କଲେ ବିଜେଡି ବିଧାୟକ ଅରୁଣ ସାହୁ | ବିରୋଧୀ ଜ୍ଞାନ ବାଣ୍ଟୁ ଛନ୍ତି କିନ୍ତୁ ଜ୍ଞାନ ଗ୍ରହଣ କରୁନାହାନ୍ତି | ବିଧାନସଭା ଜ୍ଞାନ ବିତରଣ ସଭା ନୁହେଁ, ଗୃହରେ ଯାହା ଚାହିଁବେ ତାହା କହିବେ ବୋଲି କହି ଟାର୍ଗେଟ କରିଛନ୍ତି ଅରୁଣ | ଏପଟେ ଯେଉଁମାନେ…
Read More...

ମୌସୁମୀ ଅଧିବେଶନର ଚତୁର୍ଥ ଦିନ, ଗୃହରେ ଉତ୍ତର ରଖିଥିଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ବିଧାନସଭା ମୌସୁମୀ ଅଧିବେଶନର ଚତୁର୍ଥ ଦିନ । ଆଜି ରହିଛି ବିଭିନ୍ନ ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ । କୃଷି କୃଷକ ଶସକ୍ତିକରଣ, ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ , ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା, ସମବାୟ, ମତ୍ସ୍ୟ ଓ ପଶୁସମ୍ପଦ…
Read More...

ଅଭିଯୋଗ ପତ୍ର ଗ୍ରହଣ ପାଇଁ ବ୍ୟବହାର ହୋଇଥିଲା ହେଲିକପ୍ଟର

ଭୁବନେଶ୍ୱର: ବିଧାନସଭାରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ତାଙ୍କ ବିବୃତିରେ କହିଛନ୍ତି ଯେ; କୋଭିଡ ସମୟରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଟକୁ ଲୋକେ ଆସିପାରୁ ନଥିଲେ, ଅଭିଯୋଗ ଦାଖଲ କରିପାରୁ ନଥିଲେ ଜ୍ଝ କୋଭିଡ ପରେ ଅଭିଯୋଗ କମ ଆସିଲା ତେଣୁ ସିଏମ ଅଭିଯୋଗ ପ୍ରକୋଷ୍ଟ ମୋ…
Read More...

ଆଜିଠୁ ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଆରମ୍ଭ ହେଲା ବିଧାନସଭା ର ମୌସୁମୀ ଅଧିବେଶନ । ପ୍ରଥମ ମହିଳା ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏହି ଅଧିବେଶନ ଚାଲୁଛି । ଅକ୍ଟବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ । ରାଜନୈତିକ ଓ ସାମାଜିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ ଏହି ଅଧିବେଶନ । ଏଥିରେ…
Read More...

କାଲିଠୁ ବିଧାନସଭା ମୌସୁମୀ ଅଧିବେଶନ,ସୁରକ୍ଷା ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ତେଣୁ ସୁରକ୍ଷା ବଳୟ ଭିତରେ ବିଧାନସଭା । ଏନେଇ ଡ଼ିଜି, ସିପି, ଡିସିପି ଏବଂ ବରିଷ୍ଠ ଅଧିକାରୀ ମାନେ ବିଧାନସଭା ପରିସରରେ ସ୍ଥିତି ଯାଞ୍ଚ କରିଛନ୍ତି । ସୁରକ୍ଷା ଲାଗି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା…
Read More...

ବିଧାନସଭା ପରିସରରେ ପାଳିତ ହୋଇଯାଇଛି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଜୟନ୍ତୀ

ଭୁବନେଶ୍ୱର: ଆଜି ଆଧୁନିକ ଓଡିଶାର ଅନ୍ୟତମ ସ୍ରଷ୍ଟା , ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୫ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ବିଧାନସଭା ପରିସରରେ ପାଳିତ ହୋଇଯାଇଛି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଜୟନ୍ତୀ । ଏହି କର୍ଯ୍ୟକ୍ରମରେ ଓଡିଶା ବିଧାନସଭାର ବାଚସ୍ପତି ଶ୍ରୀଯୁକ୍ତ ବିକ୍ରମ କେଶରୀ…
Read More...

୮ଦେଶର ପ୍ରତିନିଧିଙ୍କୁ ଓଡ଼ିଶାର ଗଣତାନ୍ତ୍ରିକ ପରମ୍ପରା ସମ୍ପର୍କିତ ଶାସନ ବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇଲେ…

ଭୁବନେଶ୍ୱର: ଭାରତ ଗସ୍ତରେ ଆସିଥିବା ୮ଟି ଦେଶର ପ୍ରତିନିଧି ମାନେ ଓଡିଶା ବିଧାନସଭା ପରିଦର୍ଶନ କରିଛନ୍ତି । ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ସମ୍ପର୍କରେ ଅଧିକ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ପ୍ରତିନିଧୀମାନେ ବିଧାନସଭା ବୁଲି ଦେଖିଛନ୍ତି । ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ…
Read More...

୪ ଟି କାର୍ୟ୍ୟ ଦିବସ ପୂର୍ବରୁ ଶେଷ ହେଲା ବିଧାନସଭାର ବଜେଟ ଅଧିବେଶନ

ଭୁବନେଶ୍ୱର: ୬ ଦିନ ଅର୍ଥାତ ୪ ଟି କାର୍ୟ୍ୟ ଦିବସ ପୂର୍ବରୁ ଶେଷ ହେଲା ବିଧାନସଭାର ବଜେଟ ଅଧିବେଶନ । ୬ ତାରିଖ ପର୍ୟ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ବନ୍ଦ କରିଛନ୍ତି ବାଚସ୍ପତି । ଏହି ଅଧିବେଶନ ଦୁଇଟି ପର୍ୟ୍ୟାୟରେ ମୋଟ ୨୩ ଟି କାର୍ୟ୍ୟ ଦିବସ…
Read More...

ଶୂନ୍ୟକାଳରେ ଫେକ ସାର୍ଟିଫିକେଟ ପ୍ରସଙ୍ଗ ଉଠାଇଲେ ନରସିଂହ ମିଶ୍ର

ଭୁବନେଶ୍ୱର: ବିଧାନସଭା ଶୂନ୍ୟକାଳରେ ଫେକ ସାର୍ଟିଫିକେଟ ପ୍ରସଙ୍ଗ ଉଠାଇଛନ୍ତି ନରସିଂହ ମିଶ୍ର । ବଲାଙ୍ଗୀରରେ ଜାଲ ସାର୍ଟିଫିକେଟ ରାକେଟ ସକ୍ରିୟ ରହିଥିବା ବେଳେ ଏହି ମାମଲାରେ ୧୯ ଜଣ ଗିରଫ ହୋଇଛନ୍ତି ତେବେ ଏହା ଅନ୍ୟ ଜିଲ୍ଲାକୁ ମଧ୍ୟ ମାଡିଛି । ଏଥିରେ ଆଉ କେତେ ଜଣ ଗିରଫ ହେବେ ତାହା ଅକାଳନ…
Read More...