Browsing Tag

ayodhya ram mandir

ଶ୍ରୀରାମଙ୍କ ଉଦ୍ଦେଶ୍ୟରେ ବାହାରିଛି ଏହି ବିଶାଳ ସ୍ୱର୍ଣ୍ଣ ଧନୁଷ

ରାଉରକେଲା ସହରରୁ ପ୍ରଭୁ ଶ୍ରୀରାମଙ୍କ ନିକଟକୁ ଭେଟି ଦେବା ଉଦ୍ଦେଶ୍ୟରେ ବାହାରିଛି ଏହି ବିଶାଳ ସ୍ୱର୍ଣ୍ଣ ଧନୁଷ । ଆଜି ବିଧିବଦ୍ଧ ଭାବରେ ରାଉରକେଲା ସନାତନ ଜାଗରଣ ମଞ୍ଚ ପକ୍ଷରୁ ଏହି ବିଶାଳ ଆଠ ଫୁଟ ଲମ୍ବ ଏବଂ ତିନି ଫୁଟ ଉଚ୍ଚତା ବିଶିଷ୍ଟ ସ୍ୱର୍ଣ୍ଣ ଧନୁଷ ଅଯୋଧ୍ୟା ଅଭିମୁଖେ ଯାତ୍ରା ଆରମ୍ଭ…
Read More...