ବି. ଏସ୍. କେ. ୱାଇ. ଟିମ୍ ପ୍ରଚେଷ୍ଟାରେ ଘାସିରାମକୁ ମିଳିଲା ଉପଯୁକ୍ତ ଚିକିତ୍ସା
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଟିମ୍ ଙ୍କ ପ୍ରଚେଷ୍ଟାରେ ନାବାଳକ ଘାସିରାମ ମୁଣ୍ଡାଙ୍କୁ ଉପଯୁକ୍ତ ଚିକିତ୍ସା ମିଳିଛି। ଘଟଣାର ବିବରଣୀରୁ ଜଣାପଡିଛି ଯେ, ରାମ ମୁଣ୍ଡାଙ୍କ ପୁଅ ଘାସିରାମ ମୁଣ୍ଡା, ଯାଜପୁର ଜିଲ୍ଲା ଅନ୍ତର୍ଗତ ସାରଙ୍ଗପୁର୍ ଗ୍ରାମର ବାସିନ୍ଦା ଅଟନ୍ତି। ଗତ ୩ ରୁ ୪ ବର୍ଷ ହେଲା…
Read More...
Read More...