ହମଦର୍ଦ କମ୍ପାନୀର ସର୍ବତ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଯୋଗ ଗୁରୁ ରାମଦେବ
ନୂଆଦିଲ୍ଲୀ-: ପୁଣି ବିବାଦରେ ବାବା ରାମଦେବ । ହମଦର୍ଦ କମ୍ପାନୀର ସର୍ବତ ଉପରେ ରାମଦେବଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ତାଗିଦ୍ କରିଛନ୍ତି ଦିଲ୍ଲୀ ହାଇକୋର୍ଟ । ଜଷ୍ଟିସ୍ ଅମିତ ବଂଶଲ ଏକ କଡ଼ା ଆଦେଶ ଜାରି କରିବାକୁ ଚେତାବନୀ ଦେଇ କହିଛନ୍ତି ଯେ, ଏହା ନ୍ୟାୟାଳୟର…
Read More...
Read More...