Browsing Tag

bahuda yatra

ଆଜି ପବିତ୍ର ବାହୁଡା ଯାତ୍ରା, ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିବେ ମହାପ୍ରଭୁ

ପୁରୀ : ଆଷାଢ଼ ଶୁକ୍ଳ ଦଶମୀ ତିଥିରେ ଆଜି ବାହୁଡ଼ିବେ ଦାରୁବ୍ରହ୍ମ। ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ଶରଧାବାଲିରେ ଥିବା ରଥ ଉପରେ ପହଣ୍ଡି ବିଜେ କରିବେ। ବଡ଼ଦାଣ୍ଡରେ ଘର ଘର ନାଦକରି ଶ୍ରୀମନ୍ଦିର ସିଂହଦ୍ବାର ଅଭିମୁଖେ ଗଡ଼ିବ ତିନିରଥ। ପୁଣିଥରେ ଭକ୍ତ ଓ ଭଗବାନଙ୍କ ହେବ ମହାମିଳନ ।…
Read More...

ଶ୍ରୀଜିଉଙ୍କ ଶ୍ରୀମନ୍ଦିର ବାହୁଡ଼ା: ବଡ଼ଦାଣ୍ଡରେ ଗଡ଼ି ଚାଲିଛି ତିନି ରଥ

ପୁରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ଶ୍ରୀମନ୍ଦିର ବାହୁଡ଼ା । ବଡ଼ଦାଣ୍ଡରେ ଗଡ଼ି ଚାଲିଛି ତିନି ରଥ । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ନାହିଁ ନଥିବା ଭକ୍ତଙ୍କ ଭିଡ଼ । ସଭିଙ୍କ ମନରେ ଗୋଟିଏ ଆଶା କଳା ସାଆନ୍ତକୁ ଟିକେ ଆଖି ପୁରାଇ…
Read More...

ବାହୁଡ଼ିବେ ବଡ଼ଠାକୁର: କାଳିଆ ସାଆନ୍ତଙ୍କ ପାଇଁ ପ୍ରସ୍ତୁତ ହେଉଛି ପୋଡ଼ପିଠା

ଭୁବନେଶ୍ୱର: ମାତ୍ର ଆଉ ଦିନକ ପରେ ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦୀରେ ସମସ୍ତ ଲୀଳାଖେଳା ସାରି ବଡ଼ଦେଉଳକୁ ବାହୁଡ଼ିବେ ବଡ଼ଠାକୁର ।ତେବେ ମହାପ୍ରଭୁଙ୍କ ୯ଦିନର ଯାତ୍ରା ସମୟରେ ଗୁଣ୍ଡିଚା ମନ୍ଦିର ତଥା ମାଉସୀ ମା ମନ୍ଦିରରେ ମହାପ୍ରଭୁଙ୍କୁ ପୋଡ ପିଠା ଭୋଗ ଲାଗି କରାଯାଇଥାଏ…
Read More...

ଅପରାହ୍ନ ୪ଟା ସୁଦ୍ଧା ଶେଷ ହେବ ସନ୍ଧ୍ୟା ଦର୍ଶନ: ନାକଚଣା ଦ୍ୱାରରେ ତିନିରଥ

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ। ଏବଂ ୯ ତାରିଖ ଦିନ ଅନୁଷ୍ଠିତ ହେବ ଚତୁର୍ଦ୍ଧା ମୂରତିଙ୍କ ବାହୁଡ଼ା ଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି ।ସେହିଭଳି ସନ୍ଧ୍ୟା ଦର୍ଶନ ଆସନ୍ତାକାଲି ଅପରାହ୍ନ ୪ଟା ସୁଦ୍ଧା ଶେଷ ହେବ ବୋଲି ପ୍ରଶାସନର…
Read More...