ଗଣିଆରେ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜନ୍ମ ଜୟନ୍ତୀ ପାଳିତ
ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜନ୍ମଦିନ ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକରେ ବେଶ୍ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ବିଜେପି କାର୍ଯ୍ୟକର୍ତ୍ତାମାନେ ସାମିଲ ହୋଇ…
Read More...
Read More...