ଉଭୟ ଦଳ ବିଜୟ ଧାରାକୁ ଫେରିବା ନେଇ ପଡିଆକୁ ଓହ୍ଲାଇବେ
ମୁମ୍ବାଇ -: ୱାଙ୍ଖଡେ ଷ୍ଟାଡ଼ିୟମରେ ଆଜି ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ୨୦ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ । ଏହି ଗୁରୁତ୍ବପୂର୍ଣ୍ଣ ମ୍ୟାଚରେ ଭାରତୀୟ ଦଳର ଦୁଇ ସୁପରଷ୍ଟାର ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ପରସ୍ପର…
Read More...
Read More...