Browsing Tag

bar

ବାର ଭିତରେ ପ୍ରେମୀ ଯୁଗଳଙ୍କୁ ଅସଦାଚରଣ ଅଭିଯୋଗ

ଭୁବନେଶ୍ୱର/ସରୋଜ ରାଉତ : ଥମୁନି ବାରରେ ଗଣ୍ଡଗୋଳ। ମାତ୍ର କିଛି ଦିନର ବ୍ୟବଧାନ ପରେ ପୁଣି ଅଶାନ୍ତ ହେଲା ବାର୍। ପ୍ରେମୀ ଯୁଗଳଙ୍କୁ ଅସଦାଚରଣ ସହ ହେଲା ସଂଘବଦ୍ଧ ଆକ୍ରମଣ। ଆକ୍ରମଣରେ ଖଣ୍ଡିଆଖାବରା ହେଲେ ଯୁବତୀ। ଥାନାରେ ଲିଖିତ ଅଭିଯୋଗ କଲେ ଯୁବତୀ। ବିଳମ୍ବିତ ରାତିରେ ସ୍ଥାନୀୟ ଇନ୍ଫୋସିଟି…
Read More...

ଜୀମୂତ ମଙ୍ଗରାଜଙ୍କ ପରଲୋକ

ଭୁବନେଶ୍ବର  : ବରିଷ୍ଠ ସାମ୍ବାଦିକ ଜୀମୂତ ମଙ୍ଗରାଜଙ୍କ ପରଲୋକ । ସଡକ ଦୁର୍ଘଟଣାରେ ବରିଷ୍ଠ ସାମ୍ବାଦିକ ତଥା ସ୍ତମ୍ଭକାର ଜୀମୂତ ମଙ୍ଗରାଜଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି । ଖୋର୍ଦ୍ଧାରୁ ଭୁବନେଶ୍ବର ଫେରୁଥିବା ବେଳେ ଜାଆଁଳା ଛକରେ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଫଳରେ…
Read More...