Browsing Tag

Barabati Stadium

ଓସିଏ ମୁଖ୍ୟଙ୍କ ଦ୍ୱାରା ଓଡ଼ିଶା ଟି୨୦ ଲିଗ୍ ୨୦୨୬ ସିଏମ୍ ଟ୍ରଫି ଉନ୍ମୋଚନ

ଓଡ଼ିଶୀ ଟି୨୦ ଲିଗର ଦ୍ୱିତୀୟ ସଂସ୍କରଣ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୦ରେ ଆରମ୍ଭ ହେବାକୁ ଯାଉଛି। ଏନେଇ ରବିବାର ଦିନ ଓଡ଼ିଶା କ୍ରିକେଟ ଆସୋସିଏସନ ଓଡ଼ିଶା ଟି୨୦ ଲିଗ୍ ୨୦୨୬ର ଦ୍ୱିତୀୟ ସଂସ୍କରଣ ପାଇଁ ପ୍ରତିଷ୍ଠିତ ସିଏମ୍ ଟ୍ରଫି ଓ ଲୋଗୋ ଉନ୍ମୋଚିତ କରିଥିଲା । ହୋଟେଲ…
Read More...

ବାରବାଟୀ ଷ୍ଟାଡିୟମରେ ସେପ୍ଟେମ୍ବର ୧୮ରୁ ଆରମ୍ଭ ହେବ ଓଡ଼ିଶା ଟି-୨୦ ଲିଗ୍ ୨୦୨୬

ଓଡ଼ିଶା ଟି-୨୦ ଲିଗ୍ ୨୦୨୬ ସେପ୍ଟେମ୍ବର ୧୮ ତାରିଖରୁ କଟକର ପ୍ରସିଦ୍ଧ ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହେବ । ଏହାର ଫାଇନାଲ୍ ମ୍ୟାଚ୍ ସେପ୍ଟେମ୍ବର ୨୭ ତାରିଖରେ ଅନୁଷ୍ଠିତ ହେବ। ୧୦ ଦିନ ଧରି ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ସାରା ରାଜ୍ୟରୁ କ୍ରିକେଟରମାନେ ଅଂଶଗ୍ରହଣ କରିବେ। ଏହା…
Read More...

ରାଜ୍ୟର କ୍ରୀଡା ପ୍ରେମୀଙ୍କ ପାଇଁ ଖୁସି ଖବର

ରାଜ୍ୟର କ୍ରୀଡା ପ୍ରେମୀଙ୍କ ପାଇଁ ଖୁସି ଖବର । ଚଳିତ ବର୍ଷ କଟକରେ ଖେଳାଯିବ ଟି-୨୦ ମ୍ୟାଚ୍ । କଟକର ଐତିହାସିକ ବାରବାଟୀ ଷ୍ଟାଡିୟମକୁ ଫେରିବାକୁ ଯାଉଛି ଅନ୍ତର୍ଜାତୀୟ କ୍ରିକେଟର ରୋମାଞ୍ଚ । କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର…
Read More...

ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ର ପ୍ରଥମ…

କଟକ-: ବାରବାଟୀକୁ ପୁଣି ଫେରିଛି ଟି-୨୦। ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ର ପ୍ରଥମ ମ୍ୟାଚ। ଏ ନେଇ ବିସିସିଆଇ ପୂର୍ବରୁ ଓସିଏ ସୂଚନା ଦେଇ ସାରିଥିବା ବେଳେ ଆଜି ବିଧିବଦ୍ଧ ଭାବେ ଖେଳସୂଚୀ ପ୍ରକାଶ ହୋଇଛି।…
Read More...

ଦୃଷ୍ଟିହୀନ ବିଶ୍ବକପ ଟି-ଟ୍ବେଣ୍ଟି ମ୍ୟାଚ ବାରବାଟୀ ଷ୍ଟାଡିୟମରେ ଖେଳାଜିବ

କଟକ: ଆଜି ଭାରତ - ବାଂଲାଦେଶ ମଧ୍ୟରେ ଦୃଷ୍ଟିହୀନ ବିଶ୍ବକପ ଟି-ଟ୍ବେଣ୍ଟି ମ୍ୟାଚ ବାରବାଟୀ ଷ୍ଟାଡିୟମରେ ଖେଳାଜିବ । ପୁର୍ବାହ୍ନ ୧୦ଟା ୩୦ରେ ମ୍ୟାଚ୍ ଖେଳାଜିବ । ସେଥିଲାଗି ବାରବାଟୀ ଷ୍ଟ।ଡିୟମ ପିଚ୍ ଓ ପଡିଆର ପ୍ରସ୍ତୁତି କାମ ସରିଛି । ବିଶ୍ୱକପରେ ଭାରତ ଦୁଇଟି ମ୍ୟାଚ୍ ହାତେଇଥିବା ବେଳେ…
Read More...

ବାରବାଟୀରେ ଲିଜେଣ୍ଡସ୍ ଲିଗ କ୍ରିକେଟ ଟି-୨୦: ଆଜିଠୁ କାଉଣ୍ଟରରେ ଟିକେଟ ବିକ୍ରି

କଟକ: ଆସନ୍ତା ୨୬ରୁ ବାରବାଟୀ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେବ ଲିଜେଣ୍ଡ୍ସ ଲିଗ୍ କ୍ରିକେଟ୍। ଏଥି ପାଇଁ ଆଜି ସକାଳ ୧୦ଟାରୁ କାଉଣ୍ଟରରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଯାଇଛି। ଅଫଲାଇନ କାଉଣ୍ଟରରେ ୮ହଜାର ୪୨୧ ଟି ଟିକେଟ ବିକ୍ରି ହେବ । ୨ ନମ୍ବର ଗ୍ୟାଲେରୀର ୩ହଜାର ୭୩୯ ଟିକେଟ ୪ ନମ୍ବର…
Read More...

ନବୀନ ନିବାସରୁ ବାରବାଟୀ ଅଭିମୁଖେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ବଢ଼ୁଛି ଦର୍ଶକଙ୍କ ହାର୍ଟବିଟ୍ ।ଆରମ୍ଭ ହୋଇ ଯାଇଛି ବାରବାଟୀ ଆରମ୍ଭ ହୋଇ ଯାଇଛି ବାରବାଟୀ କାଉଣ୍ଟଡାଉନ । ପିଚ୍ ରେଡି, ଗ୍ରାଉଣ୍ଡ ରେଡି, ଷ୍ଟାଡିୟମ ବି ତୟାର। ଇଣ୍ତିଆ ଇଣ୍ତିଆ ଧ୍ୱନିରେ କମ୍ପିବ ବାରବାଟୀ ଷ୍ଟାଡିଅମ । ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ…
Read More...

ରାଜଧାନୀରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି

ଭୁବନେଶ୍ୱର: ରାଜଧାନୀରେ ପାଦ ରଖିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି  । ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବେସ ଧୁମ ଧାମରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। କଡା ସୁରକ୍ଷା ବଳୟ ଭିତରେ ଗାଙ୍ଗୁଲିଙ୍କୁ ନିଆଯାଇଛି ହୋଟେଲ । ହୋଟେଲରେ କିଛି ସମୟ ରେଷ୍ଟ ନେଲା ପରେ ଅପରାହ୍ନ…
Read More...

ଷ୍ଟାଡିଅମ ବାହାରେ ଦର୍ଶକଙ୍କ ଲମ୍ବା ଲାଇନ: ଟିକେଟ କଳାବଜାରୀ ଉପରେ କଡା ନଜର

ଭୁବନେଶ୍ୱର: ବଢ଼ୁଛି ଦର୍ଶକଙ୍କ ହାର୍ଟବିଟ୍ ।ସୁପର ସନ୍‌ଡେ'ରେ ଦେଖିବାକୁ ମିଳିବ ସୁପର ମୁକାବିଲା। ପିଚ୍ ରେଡି, ଗ୍ରାଉଣ୍ଡ ରେଡି, ଷ୍ଟାଡିୟମ ବି ତୟାର। ଇଣ୍ତିଆ ଇଣ୍ତିଆ ଧ୍ୱନିରେ କମ୍ପିବ ବାରବାଟୀ ଷ୍ଟାଡିଅମ । ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ସିରିଜର…
Read More...

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ସୌରଭ ଗାଙ୍ଗୁଲି

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ସୌରଭ ଗାଙ୍ଗୁଲି । ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପରାହ୍ନ ୫ଟାରେ ସାକ୍ଷାତ କରିବେ ସୌରଭ ଗାଙ୍ଗୁଲି । ମୁଖ୍ୟମନ୍ତ୍ରୀଙ୍କୁ …
Read More...