ବରୀ ପଞ୍ଚାୟତ ହାଇସ୍କୁଲ ର ୪ ଜଣ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
ଯାଜପୁର / ପ୍ରଶାନ୍ତ ଦ୍ବିବେଦୀ : ବରୀ ବ୍ଳକ ଅନ୍ତର୍ଗତ ପଞ୍ଚାୟତ ହାଇସ୍କୁଲ ପରିସରରେ ପୁରାତନ ଛାତ୍ର ସଂସଦ ପକ୍ଷରୁ ଆୟୋଜିତ ଅବସର କାଳୀନ ସମ୍ବର୍ଦ୍ଧନା ସଭା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ବଳରାମ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି…
Read More...
Read More...