ପୁଲିସ ଜିପ୍ ଓ ଟ୍ରକ୍ ମୁହାଁ ମୁହିଁ ଧକ୍କା
ବାରିପଦା : ପୁଲିସ ଜିପ୍କୁ ମୁହାଁ ମୁହିଁ ଧକ୍କା ଦେଲା ଟ୍ରକ । ଏ ଘଟଣା ଘଟିଛି ବାରିପଦା ସହର ଉପକଣ୍ଠ ଶାଳବଣି ନିକଟରେ। ଦୁର୍ଘଟଣାରେ ଦୁଇ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି । ସୂଚନାନୁସାରେ, ଦୁଇ ଜଣ ପୁଲିସ କର୍ମଚାରୀ ଜଣେ ମହିଳା ଅଭିଯୁକ୍ତକୁ ନେଇ ବାରିପଦାରୁ କେସିପୁର ଫାଣ୍ଡିକୁ…
Read More...
Read More...