ବିଦ୍ୟୁତ୍ ଖୁଣ୍ଟକୁ ପିଟିଲା ବାଇକ୍, ଜଣେ ମୃତ ଓ ଜଣେ ଗୁରୁତର
ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ସଂଘାପଶି ଗାଁ ନିକଟରେ ଏଇ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍ ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତ ଯୁବକ ହେଲେ…
Read More...
Read More...