ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା
କୋଲକାତା: ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା ବାନାର୍ଜୀ । ଆଜି ମମତା ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥପାଠ କରିଛନ୍ତି । ରାଜ୍ୟପାଳ ଜଗଦୀପ ଧନଖର ରାଜଭବନରେ ମମତାଙ୍କୁ ଶପଥପାଠ କରାଇଛନ୍ତି । ତେବେ ଆଜିର ଏହି ଶପଥ ପାଠ ଉତ୍ସବ…
Read More...
Read More...