ରାଜ୍ୟରେ ଆଉ ୧୦୨ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ
(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୧୦୨ କୋରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ୯୭୮ ରେ ପହଞ୍ଚିଲା ଆକ୍ରାନ୍ତ ସଂଖ୍ୟା । ଏହି ନୂତନ ୧୦୨ କୋରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରେ ସର୍ବାଧିକ ଚିହ୍ନଟ ହୋଇଛି । ଯାଜପୁର ଜିଲ୍ଲାରୁ ୩୧ ଜଣ ଆକ୍ରାନ୍ତଙ୍କ ଚିହ୍ନଟ…
Read More...
Read More...