ସରକାର ଗଢ଼ିବା ପାଇଁ ରାଜ୍ୟପାଳଙ୍କୁ ଭେଟି ଦାବି ଉପସ୍ଥାପନ କଲେ ଭଗବନ୍ତ ମାନ୍
ପଞ୍ଜାବ: ପଞ୍ଜାବରେ ଆମ୍ ଆଦମୀ ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗୱନ୍ତ ମାନ୍ ଶନିବାର ରାଜ୍ୟପାଳ ବନୱାରିଲାଲ ପୁରୋହିତଙ୍କୁ ଭେଟିଛନ୍ତି। ସରକାର ଗଠନ ପାଇଁ ସେ ଦାବି ଉପସ୍ଥାପନ କରିଛନ୍ତି। ସେ ମାର୍ଚ୍ଚ ୧୬ରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ମାନ କହିଛନ୍ତି ଯେ, ମୁଁ…
Read More...
Read More...