Browsing Tag

Bhubaneswar

୭.୬୩ ଲକ୍ଷ ଟଙ୍କାର ଜୋରିମାନା ଆଦାୟ

ଗୋଟିଏ ଦିନରେ ୭.୬୩ ଲକ୍ଷ ଟଙ୍କାର ଜୋରିମାନା ଆଦାୟ । ତାହା ପୁଣି ମାତ୍ର ୭ଟି ଜିଲ୍ଲାରୁ । ନଭେମ୍ବର ୨୭ ତାରିଖରେ, କେନ୍ଦ୍ରୀୟ ରେଞ୍ଜ ପୋଲିସ, ୭ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ଯାନବାହନ ଗୁଡିକୁ ଜାଞ୍ଚ କରିଥିଲା । ମୋଟ ୧,୭୧୩ଟି ଯାନବାହନ ଯାଞ୍ଚ କରିଥିବା ବେଳେ, ସେମାନଙ୍କ ପାଖରୁ…
Read More...

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ୧୧ଟି ବିଭାଗର ୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ୧୧ଟି ବିଭାଗର ୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ଗୃହ ବିଭାଗ ପାଇଁ ମଧ୍ୟ ନିଯୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ । ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି…
Read More...

ଭୁବନେଶ୍ଵର ଏଜି ଛକରୁ ଛକରୁ ହଟିବ ଟ୍ରାଫିକ ପୋଷ୍ଟ

Bhubaneswar AG Chowk: ଭୁବନେଶ୍ଵର ଏଜି ଛକରୁ ଛକରୁ ହଟିବ ଟ୍ରାଫିକ ପୋଷ୍ଟ। ତିଆରି ହେବ ୨ ଥାକିଆ ରାସ୍ତା। କଳ୍ପନା, ଖଣ୍ଡଗିରି ଓ ଜୟଦେବ ବିହାରରୁ ନାଲକୋ ଏଲିଭେଟେଡ କରିଡ଼ର ପାଇଁ ଯୋଜନା କରିଛି ପୂର୍ତ ବିଭାଗ। ପ୍ରାରମ୍ଭିକ ଡିପିଆର ପ୍ରସ୍ତୁତ ହୋଇଥିବା ବେଳେ ସମୀକ୍ଷା କରିଛନ୍ତି…
Read More...

ଏମ୍ସ କର୍ମଚାରୀ ହତ୍ୟା; ମାଷ୍ଟରମାଇଣ୍ଡ ଶିବା ପ୍ରଧାନ ଅଟକ

AIIMS Worker Death: ୨୮ ଦିନର ଲୁଚକାଳି ଶେଷ ପରେ ଧରାପଡିଲା ଅଭିଯୁକ୍ତ । ଭୁବନେଶ୍ବର ଏମ୍ସ କର୍ମଚାରୀ ସୁଧାଂଶୁ ଖୁଣ୍ଟିଆଙ୍କୁ ଗୁଳିମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଦାଶିବ ପ୍ରଧାନ ଗିରଫ। ଭୁବନେଶ୍ୱରର ଏକ ହୋଟେଲ କଡ଼ରୁ ଉଠାଇ ଆଣିଲା ପୋଲିସ । ରାଜ୍ୟ ବାହାରକୁ ଖସିବାକୁ ଉଦ୍ୟମ ବେଳେ ଗିରଫ…
Read More...

ବାତ୍ୟା ମୋନ୍ଥା ପାଇଁ ୪୩ ଟ୍ରେନ ବାତିଲ

ପୂର୍ବତଟ ରେଳପଥ ପକ୍ଷରୁ ୪୩ ଟ୍ରେନକୁ ବାତିଲ କରାଯାଇଛି । ବାତ୍ୟା ମୋନ୍ଥାକୁ ଦୃଷ୍ଟିରେ ରଖି, ଏଭଳି ନିଷ୍ପତ୍ତି ନିଆ ଯାଇଛି ।  ୩ଟି ଟ୍ରେନକୁ ଆଂଶିକ ବାତିଲ କରାଯାଇଥିବା ବେଳେ, ଗୋଟେ ଟ୍ରେନର ମାର୍ଗ ପରିବର୍ତ୍ତନ କରାଯାଇଛି ।୧୬ଟି ଟ୍ରେନର ସମୟରେ ପରିବର୍ତ୍ତନ କରାଯାଇଛି । ଯାହାକି…
Read More...

ମହଙ୍ଗା ପଡ଼ିଲା ପ୍ରେମ ପ୍ରତାରଣା, ଭୁବନେଶ୍ବର ଏୟାରପୋର୍ଟ DGM ଗିରଫ

ଭୁବନେଶ୍ୱର: ମହଙ୍ଗା ପଡ଼ିଲା ପ୍ରେମ ପ୍ରତାରଣା । ଭୁବନେଶ୍ୱର ଏୟାରପୋର୍ଟ ଡିଜିଏମ ଉମାକାନ୍ତ ପଟେଲଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ଦୀପାବଳି ଦିନ ଏୟାରପୋର୍ଟ ଥାନାରେ ପ୍ରତାରଣା ଅଭିଯୋଗ କରିଥିଲେ ଘରୋଇ ଏୟାରଲାଇନ୍ସର ଜଣେ ଯୁବତୀ । ଏୟାରପୋର୍ଟ ଥାନାର କେସ୍ ନମ୍ବର ୩୭୦/୨୫ରେ ଗିରଫ କରି…
Read More...

ରାଜଧାନୀରେ ଚାଞ୍ଚଲ୍ୟ: ନାବାଳିକା ଦୁଷ୍କର୍ମ ଘଟଣାରେ ସେକ୍ସ ରାକେଟ ଲିଙ୍କ୍

ଭୁବନେଶ୍ୱର: ନାବାଳିକା ଦୁଷ୍କର୍ମ ଘଟଣାରେ ସେକ୍ସ ରାକେଟ ଲିଙ୍କ୍ ସ୍ପଷ୍ଟ ହେଲା । ନାବାଳିକାଙ୍କ ଠିକଣା ଖୋଜି ଖୋଜି ପହଞ୍ଚିଲା ପୋଲିସ୍ । ଲକ୍ଷ୍ମୀ ସାଗର ଅଞ୍ଚଳରେ ରେଡ୍ ବେଳେ ଧରାପଡ଼ିଲା । ପୀଡ଼ିତା ନାବାଳିକାଙ୍କ ଘର ଝାଡ଼ଖଣ୍ଡ । ନାବାଳିକାଙ୍କୁ ସେକ୍ସ ରାକେଟରେ ନିୟୋଜିତ କରାଯାଇଥିଲା । ଏହି…
Read More...

ରାଜ୍ୟରେ IAS ସ୍ତରରେ ବଡ଼ ଧରଣର ଅଦଳବଦଳ, ଚଞ୍ଚଲ ରାଣାଙ୍କୁ ବଡ ଦାୟିତ୍ଵ

ଭୁବନେଶ୍ଵର: ରାଜ୍ୟରେ IAS ସ୍ତରରେ ବଡ଼ ଧରଣର ଅଦଳବଦଳ । ଏନ୍‌. ଥିରୁମାଲା ନାଏକ ହେଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ । ଏନ୍‌. ଥିରୁମାଲା ନାଏକଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ନିଯୁକ୍ତ କରାଯାଇଛି। ମାନସୀ ନିମ୍ଭାଲ ଉଠା ଜଳସେଚନ ନିଗମର ଏମ୍‌ଡି ହୋଇଥିବା ବେଳେ ସୁରେନ୍ଦ୍ର କୁମାର…
Read More...

ଭୁବନେଶ୍ୱର ୟୁନିଟ ୩ ଶ୍ରୀୟା ଛକ ଠାରୁ ବ୍ଲାଇଣ୍ଡ ସ୍କୁଲ ରାସ୍ତାରେ ବିଏମସି ପକ୍ଷରୁ ବଡ଼ ଧରଣର ଉଚ୍ଛେଦ ଆରମ୍ଭ ହୋଇଛି

ଭୁବନେଶ୍ୱର:- ରାଜଧାନୀରେ ବୁଲିଲା ବୁଲ୍‌ଡୋଜର । ଭୁବନେଶ୍ୱର ଖାରବେଳ ନଗର ବସ୍ତି ଅଞ୍ଚଳରେ ବୁଲିଲା ବୁଲଡୋଜର । ୟୁନିଟ ୩ ଶ୍ରୀୟା ଛକ ଠାରୁ ବ୍ଲାଇଣ୍ଡ ସ୍କୁଲ ରାସ୍ତାରେ ବିଏମସି ପକ୍ଷରୁ ବଡ଼ ଧରଣର ଉଚ୍ଛେଦ ଆରମ୍ଭ ହୋଇଛି । ଖାରବେଳ ନଗର ଥାନା ପୋଲିସ, ବିଏମସି ଏନଫୋର୍ସମେଣ୍ଟ ସ୍କ୍ବାଡ ଓ…
Read More...

ଟ୍ୟାକ୍ସି ଡ୍ରାଇଭର ବିଦ୍ୟାଧର ସାହୁ ମୃତ୍ୟୁ ଘଟଣା: ୪ ଗିରଫ

ଭୁବନେଶ୍ଵର: ଭୁବନେଶ୍ବର ଟାକ୍ସି ଡ୍ରାଇଭର ବିଦ୍ୟାଧର ସାହୁ ମୃତ୍ୟୁ ମାମଲା । ୪ ଜଣଙ୍କୁ ଗିରଫ କରାଯାଇଥିବା ସ୍ପଷ୍ଟ କଲେ ପୋଲିସ କମିଶନର । ଗିରଫ ୪ ଜଣ ହେଉଛନ୍ତି ଗଜପତି ଜିଲ୍ଲାର । ତେବେ ଏହି ମାମଲାରେ ଗିରଫଦାରି ସଂଖ୍ୟା ବଢିବା ନେଇ ସମ୍ଭାବନା ରହିଥିବା କହିଛନ୍ତି ପୋଲିସ କମିଶନର ।…
Read More...