Browsing Tag

Bhubaneswar mayor

ଲୋକଙ୍କ ସାଥିରେ ରୁହ ଓ ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦିଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର। ଲୋକଙ୍କ ସାଥିରେ ରୁହ, ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର। ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି…
Read More...

ସୁଲୋଚନା ଦାସ ହେଲେ ବିଜେଡିର ମେୟର ପ୍ରାର୍ଥୀ

ଭୁବନେଶ୍ୱର: ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି । ସୁଲୋଚନା ଦାସ ହୋଇଛନ୍ତି ଭୁବନେଶ୍ୱର ମେୟର ପ୍ରାର୍ଥୀ । ନାଁ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ସୁଲୋଚନା । ଏହାର ସବୁ ଶ୍ରେୟ ପ୍ରଭୁ ଜଗନ୍ନାଥ ଓ ବିଜେଡି କର୍ମ କର୍ତ୍ତାଙ୍କୁ ସେ ଦେଇଛନ୍ତି । ଏଥିସହ ଭୁବନେଶ୍ୱରକୁ ନଂ୧ ସହର କରିବା ତାଙ୍କ…
Read More...