Browsing Tag

Bhubaneswar

ପୂର୍ବ ବିଜେଡି ସରକାରର ନୂଆ ଓ କାର୍ଯ୍ୟକ୍ରମକୁ ବନ୍ଦ କଲେ ମୋହନ ସରକାର

 ଭୁବନେଶ୍ୱର:  ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନର ଆଜି ନବମ ଦିବସ। ବିଧାନସଭା ଅଧିବେଶନର ନବମ ଦିନରେ ଗୃହ କାର୍ଯ୍ୟ ସ୍ୱାଭାବିକ ଭାବେ ଆରମ୍ଭ ହୋଇଛି। ଏସବୁ ଭିତରେ ଉଚ୍ଚଶିକ୍ଷା ମନ୍ତ୍ରୀ ବଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୂର୍ବ ବିଜେଡି ସରକାରର ନୂଆ-ଓ କାର୍ଯ୍ୟକ୍ରମ ବନ୍ଦ…
Read More...

ବିଜେଡିରୁ ବହିଷ୍କୃତ ସସ୍ମିତା ମାଝୀ ଗିରଫ

 ଭୁବନେଶ୍ୱର: ବିଜେଡିରୁ ବହିଷ୍କୃତ ସସ୍ମିତା ମାଝୀ ଗିରଫ । ଦୁଇ ଦିନ ପୂର୍ବରୁ ବିଜେଡିରୁ ବହିଷ୍କୃତ ହୋଇଥିଲେ ମାଲକାନଗିରିର ନେତ୍ରୀ ତଥା ମାଥିଲି-୩ ଜିଲ୍ଲା ପରିଷଦ ସଭ୍ୟା ସସ୍ମିତା ମାଝୀ । ଏବେ ଜଗତସିଂହପୁରରୁ ସସ୍ମିତାଙ୍କୁ ଗିରଫ କରିଛି ମାଥିଲି ପୋଲିସ । ଚାକିରି ଦେବା ନାଁରେ ଠକେଇ…
Read More...

ଖୁବ ଶୀଘ୍ର ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ ନିଯୁକ୍ତି ହେବେ – ଉଚ୍ଚ ଶିକ୍ଷା ମନ୍ତ୍ରୀ

 ଭୁବନେଶ୍ୱର: ଦ୍ୱନ୍ଦ୍ୱ ଦୂର କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି ମନ୍ତ୍ରୀ | ପୂର୍ବରୁ ଅଧ୍ୟାପକ ନିଯୁକ୍ତି ପାଇଁ ବିଶ୍ୱବିଦ୍ୟାଳୟ ଆଇନ 2020 ସଂଶୋଧନ କରାଯାଇ OPSC ଦ୍ୱାରା ନିଯୁକ୍ତି ଦିଆଯାଉଛି | ଯାହା ଦ୍ୱାରା ୟୁଜିସି ଗାଇଡ଼ଲାଇନ ପରିପନ୍ଥୀ ଥିଲା | ୟୁଜିସିକୁ…
Read More...

ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ଚଢାଉ

ବାଲେଶ୍ବର :  ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ ।  ବାଲେଶ୍ବର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପ୍ରଦୀପ ଦାସ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ । ୬ ଟି ସ୍ଥାନରେ ଏକକାଳୀନ ଚାଲିଛି ଚଢ଼ାଉ । ବାଲେଶ୍ବର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି…
Read More...

ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ…
Read More...

ଆରମ୍ଭ ହୋଇଛି ନିଟ୍ ପରୀକ୍ଷା ଦେଇଥିବା ଛାତ୍ର ଛାତ୍ରୀଙ୍କ ଆଡମିଶନ

ନୂଆଦିଲ୍ଲୀ: ଆଜି ଠାରୁ ଆରମ୍ଭ ହୋଇଛି ନିଟ୍ ପରୀକ୍ଷା ଦେଇଥିବା ଛାତ୍ର ଛାତ୍ରୀଙ୍କ ଆଡମିଶନ । ନିଟ ଜେଇରେ  ସଫଳ ହୋଇ ଡାକ୍ତରୀ ପାଠ ପଢିବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀ  ଆଜି ଠାରୁ ଆଡମିଶନ କରିପାରିବେ । ତେବେ ଆଜି ଦିନ ୧୧ ଟା ଠାରୁ  ଓଜେଇଇ ଅଫିସରେ ଆଡମିଶନ ପ୍ରକ୍ରିୟା ଆରମ୍ଭ ହୋଇଥବା…
Read More...

ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ୧୫ କୋଟି

ଭୁବନେଶ୍ବର: ଗତ ପାଞ୍ଚ ବର୍ଷରେ ପ୍ରଚାର ପାଇଁ ପୂର୍ବତନ ବିଜେଡି ସରକାର ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ । ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଲିଖିତ ଉତ୍ତର ରଖିଛନ୍ତି। ସେହିପରି ବିଜ୍ଞାପନରେ ପାଣ୍ଡିଆନଙ୍କ…
Read More...

ନନ୍ଦନକାନନ ପ୍ରାଣୀଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି ସିଂହୀ ‘ବିଜଲୀ’

ଭୁବନେଶ୍ୱର : ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ଆସିଲେ ନୂଆ ଅତିଥି । ଖୁସିରେ ଝୁମିଲେ ପ୍ରାଣୀଉଦ୍ୟାନର ସଦସ୍ୟ । କାରଣ ଚତୁର୍ଥ ଥର ପାଇଁ  ମା’ ହୋଇଛି  ସିଂହୀ ‘ବିଜଲୀ’ । ସିଂହ ‘ସମ୍ରାଟ’ ସହ ମିଳନ ପରେ ଗର୍ଭବତୀ ହୋଇଥିଲା ‘ବିଜଲୀ’ । ଏବେ ୫ଟି ଶାବକ କୁ ଜନ୍ମ ଦେଇଥିବା ବେଳେ ଉଭୟ ମା’ ଓ…
Read More...

ରାଜ୍ୟରେ ମଣିଷକୁ ସଂକ୍ରମଣ ହୋଇନାହିଁ ବାର୍ଡ ଫ୍ଲୁ –ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ମଣିଷକୁ ସଂକ୍ରମଣ ହୋଇନାହିଁ ବାର୍ଡ ଫ୍ଲୁ । ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା ନେଗେଟିଭ ଆସିଛି। ନିରାକରଣ ଦୃଷ୍ଟିରୁ ତାଙ୍କୁ ଆଇସୋଲେଶନ ରେ ରଖାଯାଇଛି। ସ୍ବାସ୍ଥ୍ୟ ବିଭାଗ ସମ୍ପୂର୍ଣ ସଜାଗ ରହିଛି। ସଚେତନତା କାର୍ୟ୍ୟକ୍ରମ ବ୍ୟାପକ କରାଯାଇଛି। ବାର୍ଡ ଫ୍ଲୁ କୁ ନେଇ…
Read More...

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି

ଭୁବନେଶ୍ବର: ଗୃହରେ ବିରୋଧୀଙ୍କ ହଟ୍ଟଗୋଳ । ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି ସୁରମା ପାଢୀ । ବିଜେଡିର ମୁଲତବୀ ପ୍ରସ୍ତାବ ଗ୍ରହଣ ନହେବାରୁ ଗୃହରେ ହୋହଲ୍ଲା । ଗୃହର ମଧ୍ୟଭାଗକୁ ଆସି ବିଜେଡି ବିଧାୟକ ମାନେ ହୋହଲ୍ଲା କରିଥିଲେ । ଯାହା ଫଳରେ ବାଚସ୍ପତି ଗୃହକୁ ମଲତବୀ…
Read More...