Browsing Tag

Bhubaneswar

କୋଟିଆର ବିକାଶ ପାଇଁ ଗଠନ ହେଲା ୧୬ଜଣିଆ କମିଟି

ଭୁବନେଶ୍ୱର: କୋଟିଆ ପାଇଁ ୧୬ଜଣିଆ କମିଟି | କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅଧୀନସ୍ତ କୋଟିଆ ଗ୍ରାମସମୂହର ବିଭିନ୍ନ ସମସ୍ୟାର ସ୍ଥାୟୀ ସମାଧାନ କରିବା, ସ୍ଥାନୀୟ ବାସିନ୍ଦାଙ୍କ ନିକଟରେ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନାର ସୁବିଧା ପହଞ୍ଚାଇବା, ଓଡ଼ିଆ ଅସ୍ମିତାରେ ବାନ୍ଧି ରଖିବା ପାଇଁ…
Read More...

ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭, ୪୨୦ ଟଙ୍କା

ଭୁବନେଶ୍ବର : ପୁଣି ଚିନ୍ତା ବଢ଼ାଇଲାଣି ସୁନା। ଦିନକୁ ଦିନ ଦର ବଢୁଥିବାରୁ ଚିନ୍ତାରେ ଗ୍ରାହକ। ଗତ କିଛି ଧରି ସୁନା ଦର ବୃହତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ସବୁଠାରୁ ବଡ଼ କଥା ହେଲା ଏବେ ବାହାଘର ସିଜିନ୍ ଥିବାରୁ ସୁନାଦରର ବୃଦ୍ଧି ସୁନାପ୍ରେମୀଙ୍କ ମୁଣ୍ଡ ବିନ୍ଧାଇଦେଇଛି। ଆଜି ଉଭୟ ୨୨…
Read More...

ପି.ଏମ୍. ଜନମନ୍ ଯୋଜନାର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟବ୍ୟାପୀ କାର୍ଯ୍ୟକାରୀ ହେଉଥିବା ପି. ଏମ୍. ଜନମନ୍ ଯୋଜନାର ପ୍ରଗତି ସମୀକ୍ଷା କରିଛନ୍ତି ।  ଏହି ସମୀକ୍ଷା ବୈଠକରେ ଉପସ୍ଥିତ ସମସ୍ତ ସଚିବ ମାନଙ୍କୁ, ରାଜ୍ୟର ୧୪ଟି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନାର…
Read More...

‘ଆମେ ପଢିବା ଆମ ଭାଷାରେ’ ଏବଂ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ରାଜ୍ୟର ଅଙ୍ଗନବାଡି କେନ୍ଦ୍ର ମାନଙ୍କରେ  କାର୍ଯ୍ୟକାରୀ ହେଉଥିବା  ‘ଆମେ ପଢିବା ଆମ ଭାଷାରେ’ ଏବଂ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେବାକୁ ଥିବା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ…
Read More...

ଜୁଲାଇ ୧ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

କଟକ :  ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା  ତାରିଖ । ଜୁଲାଇରେ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୧ରୁ ୧୦ ଯାଏଁ ପରୀକ୍ଷା ଆୟୋଜନ କରାଯିବ । ପରୀକ୍ଷା ପ୍ରତ୍ୟେକ ଦିନ ସକାଳ ୯ଟାରୁ ଆରମ୍ଭ ହୋଇ ୧୧.୩୦ ଯାଏଁ ଚାଲିବା ନେଇ ସୂଚନା । କେବଳ ଗଣିତ ପରୀକ୍ଷା ଦିନ…
Read More...

ଆସନ୍ତା ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: କିଛି ଦିନ ହେବ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ସକାଳୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବା ସହ ଖରା ବଢୁଥିବା ବେଳେ ଅପରାହ୍ନରୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା-ପବନ ହେଉଛି। ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ ଯାଏଁ…
Read More...

କଲେଜ ନିର୍ବାଚନ ନେଇ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

 ଭୁବନେଶ୍ୱର: ଚଳିତବର୍ଷ ରାଜ୍ୟରେ ଅନୁଷ୍ଠିତ ହେବ କଲେଜ ନିର୍ବାଚନ। ଏନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କଲେଜ ନିର୍ବାଚନ ନେଇ ସରକାର ଚିନ୍ତା କରୁଛନ୍ତି। କଲେଜ ନିର୍ବାଚନ ପାଇଁ ଦୁର୍ଗାପୂଜା ପୂର୍ବରୁ ପାଠ୍ୟକ୍ରମ ସାରିବାକୁ ପଡ଼ିବ।…
Read More...

ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱଛୁଟି : ଦୂରହେଲା ଦ୍ୱନ୍ଦ୍ୱ

ଭୁବନେଶ୍ୱର: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି।   କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି।…
Read More...

ଗଞ୍ଜାମ ବିଜେଡି ସଭାପତି ଙ୍କ ଗାଡି ଦୁର୍ଘଟଣା ଗସ୍ତ

ଭୁବନେଶ୍ୱର : ଗଞ୍ଜାମ ବିଜେଡି ସଭାପତି ଙ୍କ ଗାଡି ଦୁର୍ଘଟଣା ଗସ୍ତ । ଭୁବନେଶ୍ୱର ବରମୁଣ୍ଡା ନିକଟ ଓଭରବ୍ରିଜ ଉପରେ ଘଟିଛି ଏଭଳି ଦୁର୍ଘଟଣା । ଗଞ୍ଜାମ ବିଜେଡି ସଭାପତି ଙ୍କ ଗାଡି ଦୁର୍ଘଟଣା ଗସ୍ତ ହୋଇଛି । ଡିଭାଇଡରକୁ ପିଟି ଦେଇଛି ସଭାପତିଙ୍କ ସ୍କର୍ପିଓ ଗାଡି । ତେବେ ଗାଡି ଚାଳକଙ୍କ ଆଖି…
Read More...

ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ

ଭୁବନେଶ୍ୱର: ଅପେକ୍ଷାର ହେବ ଅନ୍ତ  । ଆଜି ପ୍ରକାଶ ପାଇବ  +୨ ପରୀକ୍ଷା ଫଳ । ଏକା ସାଙ୍ଗରେ କଳା , ବାଣିଜ୍ୟ ଓ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପ୍ରକାଶ ପାଇବ ରେଜଲ୍ଟ । ଏହାସହ ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ । ତେବେ  ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ବୋଲି ସୂଚନା ରହିଛି ।…
Read More...